ଆଞ୍ଚଳିକ ପ୍ରଶାସନ ରାଜ୍ୟ ସରକାର

ଓଡ଼ିଶାରେ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ ପ୍ରତିଷ୍ଠା ଦିବସ ପରେଡ୍ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର-ତା.୨୮.୦୨.୨୦୨୬ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ଏହାର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି । ଏହି ଅବସରରେ କଟକର ମୁଣ୍ଡଳିସ୍ଥିତ ଆଞ୍ଚଳିକ ତାଲିମ କେନ୍ଦ୍ରରେ…